ଆପ୍ରେ ସାମିଲ ହେବେ କି ସିଦ୍ଧୁ?
ଆପ୍ରେ ସାମିଲ ହେବେ କି ସିଦ୍ଧୁ?
ପଞ୍ଜାବ ରାଜନୀତିରେ ବଡ଼ ଧରଣର ହଲଚଲ୍। ସିଦ୍ଧୁଙ୍କ ଇସ୍ତଫା ପରେ ସରଗରମ ରାଜ୍ୟ ରାଜନୀତି। ଦାୟିତ୍ୱ ନେବାର ମାତ୍ର ୭୨ ଦିନ ପରେ ନିଜ ପଦରୁ ଇସ୍ତଫା ଦେଇଛନ୍ତି ସିଦ୍ଧୁ। ଗୁରୁତ୍ୱପୂର୍ଣ୍ଣ କଥା ହେଲା ଅରବିନ୍ଦ କେଜ୍ରିୱାଲ୍ଙ୍କ ମନ୍ତବ୍ୟ ଏବେ ଟ୍ୱିଷ୍ଟ ଆଣିଛି। କୁହାଯାଉଛି ଗତକାଲି ଆପ୍ କିଛି ବଡ଼ ଘୋଷଣା କରିପାରେ। ତେଣୁ ସିଦ୍ଧୁ ଆପ୍ରେ ଯୋଗ ଦେବାକୁ ନେଇ ଚର୍ଚ୍ଚା ଏହାରି ମଧ୍ୟରେ ଆରମ୍ଭ ହୋଇଯାଇଛି। ଚଣ୍ଡୀଗଡ଼: ପଞ୍ଜାବ ରାଜନୀତିରେ ବଡ଼ ଧରଣର ହଲଚଲ୍। ସିଦ୍ଧୁଙ୍କ ଇସ୍ତଫା ପରେ ସରଗରମ…
View On WordPress












