‘ଦିବ୍ୟ କାଶୀ-ଭବ୍ୟ କାଶୀ’ ପାଇଁ ଉତ୍ସବମୁଖର ବାରାଣସୀ: ଆଜି କାଶୀ ବିଶ୍ୱନାଥ କରିଡର ଉଦ୍ଘାଟନ କରିବେ ମୋଦି
‘ଦିବ୍ୟ କାଶୀ-ଭବ୍ୟ କାଶୀ’ ପାଇଁ ଉତ୍ସବମୁଖର ବାରାଣସୀ: ଆଜି କାଶୀ ବିଶ୍ୱନାଥ କରିଡର ଉଦ୍ଘାଟନ କରିବେ ମୋଦି
ନୂଆଦିଲ୍ଲୀ ୧୩/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଠାରୁ ଦୁଇଦିନିଆ ନିଜ ନିର୍ବାଚନମଣ୍ଡଳୀ ବାରାଣସୀ ଗସ୍ତରେ ଯାଉଛନ୍ତି । ସେଠାରେ ସେ ଶ୍ରୀ କାଶୀ ବିଶ୍ୱନାଥ ଧାମ କରିଡର ପ୍ରକଳ୍ପ ଉଦ୍ଘାଟନ କରିବା ସହିତ ଅନ୍ୟାନ୍ୟ କେତେକ କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି ଜଣାପଡିଛି । ବାବା ବିଶ୍ୱନାଥଙ୍କ ଦର୍ଶନ ପାଇଁ ଆସୁଥିବା ତୀର୍ଥଯାତ୍ରୀ ତଥା ଶ୍ରଦ୍ଧାଳୁମାନେ ପବିତ୍ର ଗଙ୍ଗାରେ ବୁଡ ପକାଇବାର ପରମ୍ପରା ରହିଛି । ଏପରିକି ଗଙ୍ଗାଜଳ ଆଣି ମନ୍ଦିରରେ ଅର୍ପଣ…
View On WordPress














