‘Scrub Typhus’ : ఏపీ రాష్ట్రంలో ‘స్క్రబ్ టైఫస్’ బ్యాక్టీరియా కలకలం
seen from China
seen from China

seen from Japan

seen from Ukraine
seen from United States
seen from Türkiye
seen from United States
seen from United States
seen from Russia
seen from Iraq
seen from South Korea

seen from Japan
seen from China
seen from United States

seen from Japan
seen from Russia
seen from United States

seen from United States
seen from United States

seen from Singapore
‘Scrub Typhus’ : ఏపీ రాష్ట్రంలో ‘స్క్రబ్ టైఫస్’ బ్యాక్టీరియా కలకలం

Anya is live and ready to show you everything. Watch her strip, dance, and perform exclusive shows just for you. Interact in real-time and make your fantasies come true.
Free to watch • No registration required • HD streaming
ଅନ୍ୟ ଦେଶରେ ବଢ଼ୁଛି ସଂକ୍ରମଣ : କରୋନାକୁ ଲୋକେ ଡରିବା ଦରକାର
ଭୁବନେଶ୍ୱର: କରୋନା ପ୍ରତି ଲୋକଙ୍କ ଡର ରହିବା ଆବଶ୍ୟକ। କାରଣ ଅନେକ ଦେଶରେ କମ୍ ଟିକାକରଣ ଏବଂ ଲୋକଙ୍କ ଭିଡ଼ ପାଇଁ ସଂକ୍ରମଣ ବଢୁଛି। ରାଜ୍ୟରେ କରୋନା ସଂକ୍ରମଣ କମ ରହିଥିଲେ ମଧ୍ୟ ବିଦେଶରେ ସଂକ୍ରମଣ ପୁଣି ବଢ଼ିବା ଆରମ୍ଭ କାଲାଣି। କରୋନା ଆରମ୍ଭ ବେଳେ ଚୀନ ଓ ୟୁରୋପ ଦେଶଗୁଡ଼ିକରେ ସଂକ୍ରମଣ ବ୍ୟାପିବା ପରେ ଭୂତାଣୁ ଭାରତ ଆସିଥିଲା। ଏଣୁ ପୁଣି ସ୍ଥିତି ବିଗିଡ଼ିବା ପୂର୍ବରୁ ସମସ୍ତେ ସଚେତନ ହେବା ସହ ସମାଜରେ କରୋନା ପ୍ରତି ଡର ରହିବା ଆବଶ୍ୟକ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର କହିଛନ୍ତି । ବିଦେଶରେ କରୋନା ସଂକ୍ରମଣ ବଢିବା ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ମହାପାତ୍ର କହିଛନ୍ତି, ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ସର୍ଭେଲାନ୍ସ କଡ଼ାକଡ଼ି ସହ ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି। କରୋନା ନିୟମ କଡ଼ାକଡ଼ି ପାଳନ କରିବାକୁ ମଧ୍ୟ ଲୋକଙ୍କୁ ସରକାର ସଚେତନ କରୁଛନ୍ତି। ସମସ୍ତେ କରୋନା ଟିକାର ଦୁଇଟି ଡୋଜ ନିଅନ୍ତୁ। ଯଦି କୌଣସି କାରଣରୁ କିଛି ଲକ୍ଷଣ ଦେଖାଯାଏ ତେବେ ଟେଷ୍ଟ କରନ୍ତୁ। ଏହାଦ୍ୱାରା ନିଜେ ସୁରକ୍ଷିତ ରହିବା ସହ ଚାରି ପାଖରେ ଥିବା ଲୋକଙ୍କୁ ସୁରକ୍ଷିତ ରଖିପାରିବା ବୋଲି ଡାକ୍ତର ମହାପାତ୍ର କହିଛନ୍ତି। ରାଜ୍ୟରେ ୧୮୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ମଧ୍ୟରେ ୩୫ ଜଣ ଥିବାବେଳେ ୧୦୯ ଜଣ ସଙ୍ଗରୋଧରୁ ଓ ୭୬ ଜଣ ସ୍ଥାନୀୟ ସଂକ୍ରମଣରୁ ବୋଲି ଜଣାପଡିଛି । ପଜିଟିଭଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୭୬, କଟକରୁ ୧୪, ସମ୍ବଲପୁରରୁ ୧୮, ମୟୁରଭଞ୍ଜରୁ ୧୨, ଷ୍ଟେଟପୁଲରୁ ୧୮ ଜଣ ରହିଛନ୍ତି। ରାଜ୍ୟରେ ମୋଟ ପଜିଟିଭଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୬୫୬ ହୋଇଥିଵାବେଳେ ଏମାନଙ୍କ ମଧ୍ୟରୁ ୧୦ ଲକ୍ଷ ୩୪ ହଜାର ୫୦୫ ଜଣ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ୨୭୧୯ଟି ସକ୍ରିୟ ମାମଲା ରହିଛି । ସେହିପରି ଆଜି ରାଜ୍ୟରେ କରୋନା ଯୋଗୁଁ ୨ ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଜଣେ ଭୁବନେଶ୍ୱରର ୬୬ ବର୍ଷୀୟ ମହିଳା ଥିବାବେଳେ ଅନ୍ୟ ଜଣେ ଖୋର୍ଦ୍ଧାର ୫୯ ବର୍ଷୀୟ ପୁରୁଷ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । Read the full article
ରାଜ୍ୟରେ ୫୨୬ କରୋନା ପଜିଟିଭ୍ ଚିହ୍ନଟ : ଖସୁଛି ଗ୍ରାଫ୍, ୬୮ ଶିଶୁ ଆକ୍ରାନ୍ତ
ଭୁବନେଶ୍ୱର, ୯ା୧୦ : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍ । ପାର୍ବଣ ଋତୁ ଆସୁଥିବା ବେଳେ ଧୀରେ ଧୀରେ ହ୍ରାସ ପାଉଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ୫୨୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣ ପ୍ରାଣ ହରାଇଛନ୍ତି । ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୬୮ ଆକ୍ରାନ୍ତ ଅଛନ୍ତି । ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ବାହାରିଛନ୍ତି । ଜିଲ୍ଲାରୁ ୨୩୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତ ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୪୪କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ଆଉ ୪ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୩୩ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗିର ୧ ଜଣ, କଟକରୁ ୬୩ଜଣ, ଦେବଗଡ଼ରୁ ୩ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୬ ଜଣ, ଯାଜପୁରରୁ ୧୩ ଜଣ, କଳାହାଣ୍ଡିରୁ ୧ ଜଣ , କନ୍ଧମାଳରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କୋରାପୁଟରୁ ୪ ଜଣ, ମୟୁରଭଞ୍ଜରୁ ୨୯ ଜଣ, ମାଲକାନଗିରିରୁ ୨ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୭ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟ ପୁଲରୁ ୫୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୧ ହଜାର ୪୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୧୭ ହଜାର ୭୧୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫ ହଜାର ୩୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି। Read the full article
लॉकडाउन के बाद भी लोगों में नही कोरोना का खोफ, एक दिन में भोपाल में वसूला 4.25 लाख का जुर्माना
लॉकडाउन के बाद भी लोगों में नही कोरोना का खोफ, एक दिन में भोपाल में वसूला 4.25 लाख का जुर्माना
प्रदेश की राजधानी भोपाल में लगातार कोरोना का कहर बढ़ता ही जा रहा है जिसके चलते यहां पर दुबारा लॉकडाउन लगाना पड़ गया है जिसके बाद भी लोग घरों में न रहकर रोड पर घूमते नज़र आए तो पुलिस ने चलानी कार्यवाही करते हुए 4 हज़ार से ज़्यादा लोगों पर एक ही दिन में 4.25 लाख का जुर्माना वसूला *बिना मास्क के 300 लोगों पर जुर्माना* पुराने भोपाल से ज्यादा नए भोपाल में अधिक कार्यवाही करते हुए पुलिस ने सख्ती दिखाई…
View On WordPress
డోనాల్డ్ ట్రంప్ దంపతులకు కరోనా పాజిటివ్ https://journalistsai.news/5497-2/ #DonaldTrump #MelaniaTrump #Coronavirus #PositiveCase #covidー19 #telugunews #journalistsai https://www.instagram.com/p/CF1GsfmM0fT/?igshid=1j6cq2m5f8sne

Anya is live and ready to show you everything. Watch her strip, dance, and perform exclusive shows just for you. Interact in real-time and make your fantasies come true.
Free to watch • No registration required • HD streaming
જામનગરમાં ડેન્ગ્યુના વધુ 85 કેસ નોંધાયા, રોગચાળો બેકાબૂ
જામનગરમાં ડેન્ગ્યુના વધુ 85 કેસ નોંધાયા, રોગચાળો બેકાબૂ
જામનગરમાં દિવાળીના તહેવારોમાં ડેન્ગ્યુનો રોગચાળો બેકાબૂ બન્યો છે. જી.જી.હોસ્પિટલમાંથી ડેન્ગ્યુના 85 દર્દી સ્વસ્થ થતાં રજા આપી છે. ત્યાં ડેન્ગ્યુના 84 નવા પોઝીટીવ કેસ નોંધાય છે. અત્યાર સુધીમાં ડેન્ગ્યુના કારણે 16 દર્દીના મૃત્યુ નિપજયા છે. રોગચાળોન કાબૂમાં લેવા જિલ્લા વહીવટીતંત્રએ ડોર ટુ ડોર સર્વે કરી રહ્યા છે. પરંતુ દિવાળીના તહેવારોમાં ડેન્ગ્યુના કેસમાં વધારો થતો જાય છે.
View On WordPress